ଟ୍ରକ୍‌କୁ ଧକ୍କା ଦେଲା ବୋଲେରୋ; ଜଣେ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭଦ୍ରକ: ଭଦ୍ରକ ଜିଲ୍ଲା ଦେଇ ଯାଉଥିବା ଜାତୀୟ ରାଜପଥ ୧୬ ବାସୁଳି ନିକଟରେ ଟ୍ରକ୍‌କୁ ଧକ୍କା ଦେଲା ବୋଲେରୋ। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତାହତ ବାସୁଦେବପୁର ଇରମ୍‌ ଅଂଚଳର ହୋଇଥିବା ସୂଚନା। ପୁରୀରୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସାରି ଫେରିବା ବେଳେ ଘଟିଛି ଦୁର୍ଘଟଣା।

powered by social2s