ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଭାରତରେ ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ପେଟ୍ରୋଲ ଲିଟର ପିଛା ୩ ଟଙ୍କା ବୃଦ୍ଧି କରାଯାଇଥିବା ବେଳେ ଡିଜେଲ ଲିଟର ପିଛା ୩ ଟଙ୍କା ୧୧ ପଇସା ବୃଦ୍ଧି ପାଇଛି। CNG ଦରରେ ମଧ୍ୟ ୨ ଟଙ୍କା ବୃଦ୍ଧି କରାଯାଇଛି।

powered by social2s