ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଥିରୁଅନନ୍ତପୁରମ-ହଜରତ ନିଜାମୁଦ୍ଦିନ ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ ଘଟିଛି। ମଧ୍ୟପ୍ରଦେଶ ରତଲାମ ଷ୍ଟେସନ ନିକଟରେ ଚଳନ୍ତା ଟ୍ରେନ୍‌ରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା। ଭୋର୍ ସମୟରେ B-1 କୋଚ୍‌ରେ ଲାଗିଲା ନିଆଁ। କୋଚ୍‌ରେ ୬୮ ଯାତ୍ରୀ ଥିଲେ, ସମସ୍ତେ ସୁରକ୍ଷିତ ଅଛନ୍ତି। ଅଗ୍ନିକାଣ୍ଡ ଯୋଗୁଁ ଦିଲ୍ଲୀ-ମୁମ୍ବାଇ ରୁଟ୍‌ରେ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଛି।

powered by social2s