ଅପରାଧୀଙ୍କ ପାଇଁ ଓଡ଼ିଶାରେ କୌଣସି ସ୍ଥାନ ନାହିଁ: ଡିଜିପି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଅପରାଧୀଙ୍କ ପାଇଁ ଓଡ଼ିଶାରେ କୌଣସି ସ୍ଥାନ ନାହିଁ କହିଲେ ଡିଜିପି ୱାଇ.ବି ଖୁରାନିଆ। ଡିଜିପି କହିଲେ ଯେ, ଅପରାଧ ଘଟାଇବା ପାଇଁ ଚିନ୍ତା କରୁଥିଲେ ଏନ୍‌କାଉଣ୍ଟର ପାଇଁ ପ୍ରସ୍ତୁତ ରୁହନ୍ତୁ। ୫ ଦିନରେ ସାରା ରାଜ୍ୟରେ ୧୭୦୦ରୁ ଊର୍ଦ୍ଧ ନନ୍ ବେଲେବୁଲ ୱାରେଣ୍ଟ ଡ୍ରାଇଭ୍ କରାଯାଇଛି। ୬ ଜଣଙ୍କ ବିରୋଧରେ ଏନ୍ଏସ୍ଏ ଲାଗିଛି ଓ ୫୦ରୁ ଊର୍ଦ୍ଧ ଫେରାର ଅପରାଧୀ ଗିରଫ ହୋଇଛନ୍ତି। ଗୁଇନ୍ଦା ଆଧାରରେ ଜେଲ୍ ଫେରାନ୍ତଙ୍କ ଉପରେ କଡ଼ା ନଜର ରଖାଯାଇଛି ବୋଲି ସୂଚନା ଦେଇଛନ୍ତି ଖୁରାନିଆ।

powered by social2s