କଟକ : ତୈଳ ସଂକଟକୁ ଦୃଷ୍ଟିରେ ରଖି ଭର୍ଚୁଆଲ୍ ମୋଡ୍ରେ ଚାଲିବ ଓଡ଼ିଶା ହାଇକୋର୍ଟ। ଆସନ୍ତା ୧୯ ଓ ୨୧ରେ ଭର୍ଚୁଆଲ୍ ମୋଡ୍ରେ ହାଇକୋର୍ଟ ଚାଲିବ। ଗ୍ରୀଷ୍ମ ଅବକାଶକାଳୀନ କୋର୍ଟ ଭର୍ଚୁଆଲ୍ ମୋଡ୍ରେ ହେବ। ଏହି ସମୟରେ ମାତ୍ର ୫୦% କର୍ମଚାରୀ କୋର୍ଟରେ ଉପସ୍ଥିତ ରହିବେ।
powered by social2s