ମନଇଚ୍ଛା ବଦଳି ଉପରେ ଲାଗିବ ରୋକ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ମନଇଚ୍ଛା ବଦଳି ଉପରେ ରୋକ୍‌ ଲଗାଇବାକୁ କଡ଼ା ନିର୍ଦ୍ଦେଶ ଦେଲେ ଓଡ଼ିଶା ସରକାର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ଚିଠି କରାଯାଇଛି। ପ୍ରତିବର୍ଷ ଏପ୍ରିଲ ୧୫ରୁ ଜୁନ୍‌ ୧୫ ମଧ୍ୟରେ ହେବ ବଦଳି ପ୍ରକିୟା। ସଚିବାଳୟ ଓ ନିର୍ଦ୍ଦେଶାଳୟରେ ୩ ବର୍ଷ ରହିପାରିବେନି ଅଧିକାରୀ। ବ୍ଲକ୍‌ କିମ୍ବା ତହସିଲରେ ୬ ବର୍ଷ ରହିପାରିବେନି ଗ୍ରୁପ୍‌ ସି ଅଫିସର୍। ଗୁରୁତ୍ୱପୂର୍ଣ୍ଣ ଦାୟିତ୍ଵରେ ଥିଲେ ନିଜ ଜିଲ୍ଲାକୁ ବଦଳି ହୋଇପାରିବେନାହଁ ।

powered by social2s