ଭୁବନେଶ୍ୱର: ଟ୍ରେନ୍ରେ ଚଢ଼ି ସେଲ୍ଫି ନେଲା ବେଳେ ଜଳିଗଲେ ଯୁବକ। ଭୁବନେଶ୍ୱର ମଞ୍ଚେଶ୍ୱର ଷ୍ଟେସନରେ ଟ୍ରେନ୍ ଉପରେ ଚଢ଼ି ଫଟୋ ଉଠାଇବା ବେଳେ ଅଘଟଣ ଘଟିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
powered by social2s