ଟ୍ରକକୁ ଧକ୍କା ଦେଲା ବସ୍, ଜଣେ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଅନୁଗୁଳ : ଅନୁଗୁଳ ଜିଲ୍ଲା ହଣ୍ଡପା ବ୍ଲକ ଲୁହାମୁଣ୍ଡା ନିକଟରେ ଏକ କୋଇଲା ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍। ଦୁର୍ଘଟଣାରେ ବସ୍ କଣ୍ଡକ୍ଟରଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଅନୁଗୁଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭୁବନେଶ୍ୱରରୁ ଝାରସୁଗୁଡ଼ା ଅଭିମୁଖେ ଯାଉଥିଲା ବସ୍।

powered by social2s