ଭୁବନେଶ୍ବରରେ ଛୁରାମାଡ଼; ୨ ଗୁରୁତର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଭୁବନେଶ୍ବର ଲକ୍ଷ୍ମୀସାଗର ଅଞ୍ଚଳରେ ଛୁରାମାଡ଼ ହୋଇଛି। ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। କିଛି ଯୁବକ ବାଇକରେ ଆସି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିଳମ୍ବିତ ରାତିରେ ଆକ୍ରମଣ ସୂଚନା। ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଭୟ- ବାଦଲ ଓଝା ଓ ଆଲୋକ ଓଝା - ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ହୋଇଛନ୍ତି।

powered by social2s