ଭୁବନେଶ୍ୱର : ଭୁବନେଶ୍ବରରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୩ ଡିଗ୍ରୀ ଓ ଆର୍ଦ୍ରତା ୭୭% ରହିଥିଲା। ୪୭ ଡିଗ୍ରୀ ପରି ଅନୁଭୂତ ହେଉଛି ଭୁବନେଶ୍ବର ତାତି।
powered by social2s