ଭୁବନେଶ୍ୱର: ଓଡ଼ିଶାର ୧୭ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ର ସମ୍ଭାବନା ରହିଛି। ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଖୋର୍ଦ୍ଧା, ଢେଙ୍କାନାଳ, କନ୍ଧମାଳ ଓ ନୟାଗଡ଼। ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଲା ପାଣିପାଗ ବିଭାଗ।
powered by social2s

