ଭୁବନେଶ୍ୱର : ଓଡ଼ିଶାରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଉତ୍ତର ଓଡ଼ିଶା ପଟୁ ପ୍ରବେଶ କଲା ମୌସୁମୀ। ମୌସୁମୀ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱରକୁ ଛୁଇଁଲା ମୌସୁମୀ।
powered by social2s