ପାରାଦୀପ: ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଆଲିଗଡ଼ ଗାଁରେ ଏକ ନକଲି ଜର୍ଦ୍ଦା ଫ୍ୟାକ୍ଟ୍ରି ଠାବ ହୋଇଛି। ୧୦ ଲକ୍ଷ ଟଙ୍କାର ନକଲି ଜର୍ଦ୍ଦା ସହ ପ୍ୟାକିଂ ସାମଗ୍ରୀ ଜବତ କରିଛି ପୋଲିସ। ନଗଦ ୧ ଲକ୍ଷ ଟଙ୍କା ମଧ୍ୟ ଜବତ ହୋଇଥିବା ସୂଚନା। ଘଟଣାସ୍ଥଳରୁ ୩ ଜଣଙ୍କୁ ଗିରଫ କରିଛି ପୋଲିସ।
powered by social2s