ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପାରାଦୀପ: ଜଗତସିଂହପୁର ଜିଲ୍ଲା ପାରାଦୀପ ବଡ଼ପଡ଼ିଆ ସ୍ଥିତ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟରୁ ପେଟ୍ରୋଲ ପମ୍ପରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଫୋମ୍‌ ସ୍ପ୍ରେ କରି ନିଆଁ ଲିଭାଇଲା ଅଗ୍ନିଶମ ବାହିନୀ।

powered by social2s