ଭୁବନେଶ୍ୱର ଓ କଟକ ରେ ମୌସୁମୀ ବର୍ଷା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : କଟକ ଓ ଭୁବନେଶ୍ଵରର ବିଭିନ୍ନ ଅଞ୍ଚଳରେ ମୌସୁମୀ ବର୍ଷା ଜାରି ରହିଛି। ସକାଳୁ ସକାଳୁ ହାଲୁକା ବର୍ଷା ଲାଗିରହିଥିବାରୁ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିଛି। ରାଜ୍ୟରେ ଆସନ୍ତା ପାଞ୍ଚ ଦିନ ପାଇଁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

powered by social2s