ପୁରୀ : ଆଜି ପବିତ୍ର ସ୍ନାନପୂର୍ଣ୍ଣିମା। ରତ୍ନ ମଣ୍ଡପରୁ ସ୍ନାନ ମଣ୍ଡପକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧା ମୂରତି। ୧୦୮ ଗରା ପବିତ୍ର ଜଳରେ ସ୍ନାନ କରିବେ ଶ୍ରୀଜିଉ। ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ। କଡ଼ା ସୁରକ୍ଷା ବଳୟରେ ରହିଛି ପୁରୀ ସହର। ସ୍ନାନବେଦିରେ ଶ୍ରୀଜିଉଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ।
powered by social2s

