ବଲାଙ୍ଗିର: ବଲାଙ୍ଗୀର ଜିଲ୍ଲା ପୁଇଁତଲା ବ୍ଲକ ଲୁବରାନପଲି ଗାଁରେ କାନ୍ଥ ଭୁଶୁଡି ଜଣେ ବୃଦ୍ଧ ପ୍ରାଣ ହରାଇଛନ୍ତି। ଲଗାଣ ବର୍ଷା ଯୋଗୁଁ ଭୁଶୁଡିଲା ମାଟି ଘରର କାନ୍ଥ। ଗୁରୁତର ସ୍ତ୍ରୀ ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି ହୋଇଥିବା ସୂଚନା।
powered by social2s