ବୃଦ୍ଧି ପାଉଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ସମ୍ବଲପୁର: ବୃଦ୍ଧି ପାଉଛି ସମ୍ବଲପୁର ଜିଲ୍ଲାରେ ଥିବା ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢୁଛି ଜଳସ୍ତର। ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୦୫.୬୫ ଫୁଟ୍‌ରେ ପହଞ୍ଚିଛି। ୧ ଲକ୍ଷ ୫୬ ହଜାର କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ, ୨୦ ହଜାର କ୍ୟୁସେକ୍ ନିଷ୍କାସନ ହେଉଥିବା ସୂଚନା। ଜୁଲାଇ ୯ରେ ହୀରାକୁଦରୁ ନିଷ୍କାସନ ହେବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ।

powered by social2s