ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ଶୋକ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଭୁବନେଶ୍ୱର: ବିଶିଷ୍ଟ ଭାସ୍କର୍ଯ୍ୟ  ଶିଳ୍ପୀ, ପଦ୍ମ ବିଭୂଷଣ ତଥା  ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଇସ୍ପାତ ଓ ଖଣି, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି I  ସ୍ୱର୍ଗତ ମହାପାତ୍ରଙ୍କ ବିୟୋଗ ସମଗ୍ର କଳା ଓ  ଭାସ୍କର୍ଯ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଏକ ଶୋକ ବାର୍ତ୍ତାରେ ମନ୍ତ୍ରୀ ଶ୍ରୀ ମଲ୍ଲିକ କହିବା ସହ ରାଜ୍ୟ ଏକ ମହାନ ବ୍ୟକ୍ତି ତଥା ବିଶିଷ୍ଟ ରାଜନେତାଙ୍କୁ ହରାଇଲା ବୋଲି କହିଛନ୍ତି I ଏଥି ସହ ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଆମର ଆତ୍ମାର ସଦଗତି କାମନା ସହ ଶୋକ ସନ୍ତପ୍ତ ପରିବାର ବର୍ଗ ଓ ଆତ୍ମୀୟ ସ୍ୱଜନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି I

             

 

powered by social2s