ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଭୁବନେଶ୍ୱର ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା ପ୍ରକାଶ ପାଇଛି। ସବୁ ଗେଟ୍‌ରେ ତାଲା ପକାଇ ଛାତ୍ରୀଙ୍କ ପ୍ରତିବାଦ କରିଛନ୍ତି। କ୍ୟାମ୍ପସ୍‌ ଭିତରକୁ ଅଣଛାତ୍ରଛାତ୍ରୀ ପ୍ରବେଶକୁ ନେଇ ପ୍ରତିବାଦ କଲେ ଛାତ୍ରୀ। ସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ୩ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହୋଇଥିବା ସୂଚନା।

powered by social2s