କଟକ: ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ‘ଆମ ବସ୍’। କଟକ ବାଦାମବାଡ଼ି ଥାନା ମଲାଚଣ୍ଡିଆ ଛକରେ ଘଟିଛି ଦୁର୍ଘଟଣା। ଗୁରୁତର ବାଇକ୍ ଆରୋହୀ ଏସସିବି ମେଡିକାଲ୍ରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଗୋଡ଼ରେ ଲାଗିଛି ଆଘାତ। ତେବେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର୍ ହୋଇଯାଇଛନ୍ତି।
powered by social2s