ଭୁବନେଶ୍ୱର : ସୁଭଦ୍ରା ଯୋଜନା ପାଇଁ ୩ ଲକ୍ଷ ୧୭ ହଜାର ୯୬୬ ଜଣ ନୂଆ ଆବେଦନ କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଲେ ସୂଚନା। ୮୨ ହଜାର ୩୬ ଜଣଙ୍କର ଡିବିଟି ସକ୍ରିୟ ପାଇଁ କୁହାଯାଇଛି। ୨୮ ହଜାର ୬୧୧ ଜଣଙ୍କର ବାୟୋମେଟ୍ରିକ ଇ କେୱାଇସି ହୋଇନାହିଁ। ଜୁଲାଇ ୨୫ ତାରିଖ ସୁଦ୍ଧା ସମସ୍ତଙ୍କର ଫିଲ୍ଡ ଇନକ୍ବାରୀ ଶେଷ କରିବା ପାଇଁ ଲକ୍ଷ ରହିଛି।
powered by social2s

