ଭୁବନେଶ୍ୱର : ଜୁଲାଇ ୧୪ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ଆସନ୍ତାକାଲି ଠାରୁ ଓଡ଼ିଶାରେ ବଢ଼ିବ ବର୍ଷାର ବିସ୍ତୃତି। ୧୬ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
powered by social2s

