ଭୁବନେଶ୍ବରରେ ପାଇଖାନା ଟାଙ୍କିରେ ପଡ଼ି ୨ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଭୁବନେଶ୍ବର ବିଜେବି ନଗରରେ ପାଇଖାନା ଟାଙ୍କିରେ ପଡ଼ି ୨ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ନିର୍ମାଣାଧୀନ ପାଇଖାନା ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଶ୍ରମିକ ଫସିଯାଇଥିଲେ। ତାଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନେଇଥିଲେ ଅଗ୍ନିଶମ ବାହିନୀ। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।

powered by social2s