ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗର ଓ ତା ପାଖପାଖି ଦକ୍ଷିଣ ବାଂଲାଦେଶ ପାଖରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ପ୍ରଭାବରେ ଓଡ଼ିଶାରେ ୫ ଦିନ ଯାଏ ବର୍ଷା ସମ୍ଭାବନା ରହିଛି।ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ଵର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନାଜିବାକୁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
powered by social2s

