ଆର୍ଥିକ ଅନଗ୍ରସର ଯେପରି ଉଚ୍ଚଶିକ୍ଷାରକୁ ବଞ୍ଚିତ ନହେବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି: ମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଓଡ଼ିଶାରେ କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥା ମାନକ କାର୍ଯ୍ୟ ପଦ୍ଧତି (ଷ୍ଟାଣ୍ଡାର୍ଡ ଅପାରଟିଙ୍ଗ ପ୍ରସିଡ୍ୟୁଅର) କୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଯେ, ଆର୍ଥିକ ଅନଗ୍ରସର ଯେପରି ଉଚ୍ଚଶିକ୍ଷାରକୁ ବଞ୍ଚିତ ନହେବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ଗୁଣାତ୍ମକ ଶିକ୍ଷା ସମସ୍ତଙ୍କ ପାଖରେ ପହଞ୍ଚାଇବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ପ୍ରଫେସନାଲ କୋର୍ସକୁ ଏଥିରୁ ବାଦ୍‌ ଦିଆଯାଇଛି। ଚଳିତ ବର୍ଷ ରିଆଡମିଶନ ଏସ ଏ ଏମ ଏସ ମାଧ୍ୟମରେ ହେବ। ଯେଉଁ ପିଲା ଆଡମିଶନ ବେଳେ ଟଙ୍କା ଦେଇଛନ୍ତି ଫେରସ୍ତ ପାଇବେ। କୌଣସି ଶିକ୍ଷାନୁଷ୍ଠାନ ମନଇଚ୍ଛା ଫି' ବୃଦ୍ଧି କରିପାରିବେନାହିଁ।

powered by social2s