କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଟିଟିଲାଗଡ଼: ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଷ୍ଟେସନ ନିକଟରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଥିବା ସୂଚନା। ୪ଟି ବଗିରେ ଲାଗିଲା ନିଆଁ। ସମ୍ବଲପୁରରୁ ରାୟଗଡା ଯାଉଥିଲା ଟ୍ରେନ୍‌। ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଛି।

powered by social2s