ବିପଦ ସଙ୍କେତ ଉପରେ ଜଳକା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଜଳେଶ୍ୱର: ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ମଥାନୀଠାରେ ବିପଦ ସଙ୍କେତ ୬.୫୦ ମିଟର ରହିଛି। ଏବେ ମଥାନୀଠାରେ ୬.୫୨ ମିଟର ଉପରେ ପ୍ରବାହିତ ହେଉଛି ଜଳସ୍ତର।

powered by social2s