ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡ଼ପ ଦର୍ଶନ ୬ ଘଣ୍ଟା ବନ୍ଦ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡ଼ପ ଦର୍ଶନ ୬ ଘଣ୍ଟା ବନ୍ଦ ରହିବ। ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ରାତି ୯ଟାରୁ ବିଳମ୍ବିତ ରାତି ୩ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ। ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଦର୍ଶନ ବନ୍ଦ ହେବ।

powered by social2s