ଶ୍ରୀଗୁଣ୍ଡିଚା ମନ୍ଦିରରେ ମିଳିବ ଆଡ଼ପ ଅବଢ଼ା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ : ଆଜିଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରଦ୍ଧାଳୁ ପାଇପାରିବେ ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ମହାପ୍ରସାଦ। ଶାସ୍ତ୍ର ଅନୁସାରେ, ଜନ୍ମବେଦୀରେ ପ୍ରସ୍ତୁତ ଏହି ଅବଢ଼ା ସେବନ କଲେ କୋଟି ଜନ୍ମର ପାପ କ୍ଷୟ ହେବା ସହ ଭକ୍ତଙ୍କୁ ମୋକ୍ଷ ପ୍ରାପ୍ତି ହୁଏ ବୋଲି ବିଶ୍ୱାସ ରହିଛି। ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି।

powered by social2s