ଝାରସୁଗୁଡ଼ାରେ ଏସବିଆଇ ଏଟିଏମରେ ଅଗ୍ନିକାଣ୍ଡ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ବେଲପାହଡ଼ ରେଳ ଫାଟକ ନିକଟରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସ ବି ଆଇ) ଏଟିଏମ୍‌ରେ ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟ୍‌ରୁ ଏଟିଏମରେ ନିଆଁ ଲାଗିଛି। ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ।

powered by social2s