ସନ୍ଧ୍ୟାରୁ ଶ୍ରୀଜିଉଙ୍କୁ ଦର୍ଶନ ବନ୍ଦ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ : ଆଜି ସନ୍ଧ୍ୟାରୁ ଶ୍ରୀଜିଉଙ୍କୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ଦେଇ ଦର୍ଶନ ବନ୍ଦ ରହିବ। ବାହୁଡ଼ା ଯାତ୍ରାର ପୂର୍ବ ପ୍ରସ୍ତୁତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଏହି ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।

powered by social2s