ଭୁବନେଶ୍ୱର : ମହଙ୍ଗା ଭତ୍ତା ୫% ବୃଦ୍ଧି କଲେ ଓଡ଼ିଶା ସରକାର। ୨୫୭%ରୁ ବୃଦ୍ଧି ପାଇ ୨୬୨% ହେଲା ମହଙ୍ଗା ଭତ୍ତା। ପିଛିଲା ଭାବେ ଜାନୁଆରୀରୁ ଲାଗୁ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ମାସ ଦରମାରେ ମିଳିବ ବର୍ଦ୍ଧିତ ଭତ୍ତା।
powered by social2s