ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ। ଆଗାମୀ ୧୨ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଓଡ଼ିଶା ଉପକୂଳ ଅତିକ୍ରମ କରିପାରେ ଅବପାତ। ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

powered by social2s