ଟିଟିଲାଗଡ଼ : ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଷ୍ଟେସନ ନିକଟରେ ଏକ ମାଲ୍ବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। କୋଇଲା ବୋଝେଇ ଟ୍ରେନ୍ର ଗୋଟିଏ ବଗି ଲାଇନଚ୍ୟୁତ ହୋଇଥିବା ସୂଚନା। ଟ୍ରେନ୍ ଟି ବଲାଙ୍ଗିରରୁ ଆସୁଥିବା ବେଳେ ଘଟିଛି ଅଘଟଣ। ଏହା ପରେ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଛି।
powered by social2s