ଭୁବନେଶ୍ୱର : ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ହେବ ବଡ଼ ବର୍ଷା। ସାରା ରାଜ୍ୟରେ ଘଡ଼ଘଡ଼ି, ବିଜୁଳି ସହ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟବ୍ୟାପି ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
powered by social2s

