ବଣାଇ: ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଇନ୍ଦ୍ରପୁର ଗାଁରେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ବିଲରେ କାମ କରୁଥିବା ବେଳେ ୨ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଗୁରୁତର ଆହତ ଜଣଙ୍କୁ ବଣାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
powered by social2s