ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସକାଳ ୫.୩୦ରେ ସୃଷ୍ଟି ହୋଇଛି ଲଘୁଚାପ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହେବା ସମ୍ଭାବନା ରହିଛି। ପ୍ରଭାବରେ ଆଜିଠୁ ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ।

powered by social2s