ରାକ୍ଷୀରେ ମିଳିବ ପଞ୍ଚମ କିସ୍ତି ସୁଭଦ୍ରା ଟଙ୍କା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଅଗଷ୍ଟ ୨୮ ରକ୍ଷା ବନ୍ଧନ ଦିନ ମିଳିବ ସୁଭଦ୍ରା ପଞ୍ଚମ କିସ୍ତି। ଏହି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ନୟାଗଡ଼ରେ ଅନୁଷ୍ଠିତ ହେବ ସୁଭଦ୍ରାର ରାଜ୍ୟସ୍ତରୀୟ ସମାରୋହ। ସମାରୋହରେ ୧ କୋଟିରୁ ଉର୍ଦ୍ଧ୍ୱ ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା। ଅଗଷ୍ଟ ୨୮ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ବାଦ୍‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏକା ସଙ୍ଗେ ୫ଟି କିସ୍ତି ମିଳିବ।

powered by social2s