ବିପଦ ସଂକେତ ଟପିଲା ସୁବର୍ଣ୍ଣରେଖା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଜଳେଶ୍ୱର: ବାଲେଶ୍ୱର ଜିଲ୍ଲା ରାଜଘାଟ ଠାରେ ବିପଦ ସଂକେତ ଟପିଲା ସୁବର୍ଣ୍ଣରେଖା ନଦୀ । ବିପଦ ସଂକେତ ୧୦.୩୬ ମିଟର; ଏବେ ୧୦.୪୦ ମିଟରରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା। ଭୋଗରାଇର ୧୦ ଓ ବାଲିଆପାଳର ୧୦ ପଞ୍ଚାୟତ ପ୍ରଭାବିତ ହେବା ଆଶଙ୍କା ରହିଛି।

powered by social2s