ଅଗଷ୍ଟ ୨୧ରୁ ଓଡ଼ିଶାରେ ପ୍ରବଳ ବର୍ଷା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଅଗଷ୍ଟ ୨୧ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସିବା ପରେ ୨୧ରୁ ରାଜ୍ୟରେ ବଢ଼ିପାରେ ବର୍ଷାର ପରିମାଣ। ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ୨୨ରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼କୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ୨୩ରେ ମୟୂରଭଞ୍ଜ ଓ କେନ୍ଦୁଝରକୁ ସତର୍କତା ଜାରି କରାଯାଇଛି।

powered by social2s