ଏକ ନମ୍ବର ହାଟରେ ଅଗ୍ନିକାଣ୍ଡ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଭୁବନେଶ୍ୱର ଏକ ନମ୍ବର ହାଟରେ ଅଗ୍ନିକାଣ୍ଡ ଘଟିଛି। ହାଟରେ ଥିବା ୨ଟି ଦୋକାନରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା। ବିଦ୍ୟୁତ୍ ସର୍ଟସର୍କିଟ୍‌ରୁ ନିଆଁ ଲାଗିଥିବା ଜଣାପଡ଼ିଛି। ନିଆଁ ଆୟତ୍ତ କଲା ଅଗ୍ନିଶମ ବାହିନୀ।

powered by social2s