ଓଡ଼ିଶାରେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରୀୟ ଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ରହିଛି। ପଶ୍ଚିମ ଓଡ଼ିଶାର ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର ଓ ବୌଦ୍ଧରେ ହେବ ପ୍ରବଳ ବର୍ଷା। ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ନୂଆପଡ଼ା ଓ ଅନୁଗୁଳରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା ରହିଛି।

powered by social2s