ଭୁବନେଶ୍ୱର : ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୮ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଉତ୍ତର ଓଡିଶା ପାର୍ଶ୍ୱବର୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ୩୦ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେବା ସମ୍ଭାବନା ରହିଛି। ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।
powered by social2s

