ସୃଷ୍ଟି ହେଲା ଲଘୁଚାପ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉପକୂଳରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ରେ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା। ଆଗାମୀ ୪୮ ଘଣ୍ଟା ଯାଏଁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ଗତି କରିପାରେ। ଉତ୍ତର ଓଡ଼ିଶା ସମେତ ସାରା ଓଡ଼ିଶାରେ ବର୍ଷା ହେବା ଆଶଙ୍କା ରହିଛି।

powered by social2s