ହଷ୍ଟେଲରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବାଲେଶ୍ବର: ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ସେରଗଡ଼ ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଛାତ୍ରୀ ଜଣଙ୍କ କମ୍ପ୍ୟୁଟର ସାଇନ୍ସ ପଢ଼ୁଥିଲେ। ତାଙ୍କ ମୃତ୍ୟର କାରଣ ଅସ୍ପଷ୍ଟ ରହିଛି। ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଲା ପୋଲିସ।

powered by social2s