କଟକ : କଟକ ସିଡିଏ ସ୍ଥିତ ଘରୋଇ କଲେଜ ହଷ୍ଟେଲରେ ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ଝୁଲନ୍ତା ଅବସ୍ଥାରେ ଛାତ୍ରଙ୍କୁ ଉଦ୍ଧାର ପରେ ମେଡିକାଲ ନେବା ପରେ ମୃତ ଘୋଷଣା କଲେ ଡାକ୍ତର। ମୃତକ ଆଠଗଡ଼ ଅଂଚଳର। ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ।
powered by social2s