ଗୁଣୁପୁର: ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ ରାୟଗଡା ଜିଲ୍ଲା ପଦ୍ମପୁର ଥାନା ତାରପାଗୁଡ଼ା ଗାଁରେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଜଣ ପ୍ରାଣ ହରାଇଛନ୍ତି। ମୃତକ ଜଗତପୁର ଗାଁର। ନୂଆ ପାଇଖାନା ଟାଙ୍କିର ସେଣ୍ଟ୍ରିଂ କାଢ଼ିବା ବେଳେ ଶ୍ୱାସରୁଦ୍ଧ ହୋଇଥିବା ସୂଚନା। ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର।
powered by social2s

