ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

powered by social2s