ଭୁବନେଶ୍ୱର : ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨ରୁ ୩ ଦିନରେ ନେଇପାରେ ଅବପାତର ରୂପ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପ୍ରଭାବରେ ଓଡ଼ିଶା ଭପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବାତ୍ୟା ପାଇଁ ରହିଛି ପାଗ ଅନୁକୂଳ ବୋଲି ପାଣିପାଗ ବିଶେଷଜ୍ଞ ମାନେ ପ୍ରକାଶ କରିଛନ୍ତି। ୧୯ ତାରିଖ ସନ୍ଧ୍ୟାରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଦକ୍ଷିଣ, ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା ରହିଛି।
powered by social2s

